CMO Odisha
@cmo_odisha
Office of the Chief Minister, Odisha
ID: 4723068481
https://cm.odisha.gov.in/ 07-01-2016 10:39:52
17,17K Tweet
1,7M Followers
44 Following
"ଅସ୍ମିତା, ଅଭିଳାଷ ଓ ଉଦ୍ୟମ- ଏହି ତିନୋଟି ଆଧାର ଆମକୁ ଆମର ଲକ୍ଷ୍ୟସ୍ଥଳରେ ପହଞ୍ଚାଇବ । ଏଥିରେ ଓଡ଼ିଶାର ପ୍ରତ୍ୟେକ ବ୍ୟକ୍ତିଙ୍କର ମହତ୍ତ୍ୱପୂର୍ଣ୍ଣ ଯୋଗଦାନ ରହିବ। " : ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ Mohan Charan Majhi
ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ Mohan Charan Majhi ୨୩ ଜଣ ମିସା ବନ୍ଦୀ (୧୯ ଜଣ ମିସା, ୪ ଜଣ ଡି.ଆଇ.ଏସ୍.ଆଇ.ଆର୍) ମାନଙ୍କୁ ପେନ୍ସନ ପ୍ରଦାନ ପ୍ରସ୍ତାବକୁ ଅନୁମୋଦନ କରିଛନ୍ତି। ପୂର୍ବରୁ ୨୧ ଜଣ ମିସା ବନ୍ଦୀଙ୍କ ପେନ୍ସନ ଅନୁମୋଦନ କରାଯାଇଥିଲା । ଏହା ଫଳରେ ସମୁଦାୟ ୪୪ ଜଣ ମିସା ବନ୍ଦୀ ପେନ୍ସନ ପାଇବା ପାଇଁ ଯୋଗ୍ୟ ବିବେଚିତ ହୋଇଛନ୍ତି।
ବରିଷ୍ଠ ଲେଖକ ତଥା ପର୍ଯ୍ୟଟକ ଶ୍ରୀ ବିଶ୍ବମୋହନ ପଟ୍ଟନାୟକ ମୁଖ୍ୟମନ୍ତ୍ରୀ ଶ୍ରୀ Mohan Charan Majhi ଙ୍କୁ ଭେଟି ତାଙ୍କ ଲିଖିତ ଦୁଇଟି ଭ୍ରମଣ ପୁସ୍ତକର ପ୍ରଥମ ଖଣ୍ଡ ପ୍ରଦାନ କରିଛନ୍ତି । ଏହି ଦୁଇଟି ପୁସ୍ତକ ହେଉଛି ଓଡ଼ିଆରେ ଲିଖିତ ‘ପ୍ରାଚୁର୍ଯ୍ୟର ଇଲାକାରେ ଗୋଟିଏ ମାସ’ ଏବଂ ଏହାର ଇଂରାଜୀ ଅନୁବାଦ । ରାଜ୍ୟର ୧୦, ୦୦୦ ହାଇସ୍କୁଲ ଏବଂ
ଭିଜନ ଡକ୍ୟୁମେଣ୍ଟ ପ୍ରସ୍ତୁତ କରିବା ପାଇଁ ଆର୍ଟିଫିସିଆଲ୍ ଇଣ୍ଟେଲିଜେନ୍ସର ବ୍ୟବହାର କରାଯାଇଛି। ଓଡ଼ିଶା ହେଉଛି ଭାରତର ପ୍ରଥମ ରାଜ୍ୟ, ଯାହା କୃତ୍ରିମ ବୁଦ୍ଧିମତ୍ତାର ସହାୟତାରେ ଜନସାଧାରଣ ଦେଇଥିବା ତଥ୍ୟ ଏବଂ ପରାମର୍ଶଗୁଡ଼ିକୁ ବିଶ୍ଳେଷଣ କରି, ଦସ୍ତାବିଜ ପ୍ରସ୍ତୁତ କରୁଛି।:- ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ Mohan Charan Majhi
୨୦୩୬ ସୁଦ୍ଧା ସମୃଦ୍ଧ ଓଡ଼ିଶା ଗଠନ ହେବ। ଏଥିପାଇଁ ୩୬ଟି କାର୍ଯ୍ୟକ୍ରମ ପ୍ରସ୍ତୁତ କରାଯାଇଛି। ଓଡ଼ିଶାକୁ ୫୦୦ ବିଲିଅନ ଡଲାର ଅର୍ଥନୀତିରେ ପରିଣତ କରାଯିବ। ୨୦୩୬ ସୁଦ୍ଧା ସମାଜର ଶେଷସ୍ତରରେ ଥିବା ଲୋକମାନେ ଯେପରି ସବୁ ପ୍ରକାରର ମୌଳିକ ସୁବିଧା ପାଇପାରିବେ, ସେଥିପାଇଁ ପଦକ୍ଷେପ ନିଆଯିବ।":- ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ Mohan Charan Majhi
'ଓଡ଼ିଶା ଭିଜନ ଡକ୍ୟୁମେଣ୍ଟ' ସାଢ଼େ ୪ କୋଟି ଓଡ଼ିଆଙ୍କ ସ୍ୱପ୍ନର ଏକ ରୋଡମ୍ୟାପ୍। ଏହା ଆମ ଭବିଷ୍ୟତର ପିଢ଼ିଙ୍କ ପାଇଁ ଏକ ପ୍ରତିଶ୍ରୁତି।:- ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ Mohan Charan Majhi
Congratulations to the रक्षा मंत्री कार्यालय/ RMO India on the inauguration of the BrahMos missile manufacturing facility in Lucknow. This milestone will give a major boost to Bharat's defence capabilities and strengthen our journey towards self-reliance in defence production. Hon'ble PM Shri