ODISHA SAHITYA AKADEMI (@odishasahitya57) 's Twitter Profile
ODISHA SAHITYA AKADEMI

@odishasahitya57

ID: 1901929390751330304

calendar_today18-03-2025 09:32:11

41 Tweet

34 Followers

4 Following

ODISHA SAHITYA AKADEMI (@odishasahitya57) 's Twitter Profile Photo

ଓଡ଼ିଶା ସାହିତ୍ୟ ଏକାଡେମୀ ପକ୍ଷରୁ ସଦାନନ୍ଦ ସାହିତ୍ୟ ପରିଷଦଙ୍କ ମିଳିତ ସହଯୋଗରେ କବିସୂର୍ଯ୍ୟ ସଦାନନ୍ଦ ବ୍ରହ୍ମାଙ୍କ ରାଜ୍ୟସ୍ତରୀୟ ଜୟନ୍ତୀ ତା-୨୮.୧.୨୬ ରିଖ ଭିକାରୀପଡା, ଶରଣକୁଳ ଠାରେ ଅନୁଷ୍ଠିତ ହୋଇଯାଇଅଛି।

ଓଡ଼ିଶା ସାହିତ୍ୟ ଏକାଡେମୀ ପକ୍ଷରୁ ଶ୍ରୀ ଅଚ୍ୟୁତ ଯୁବ ପରିଷଦଙ୍କ ମିଳିତ ସହଯୋଗରେ ସିଦ୍ଧସାଧକ ଅଚ୍ୟୁତାନନ୍ଦ ଦାସଙ୍କ ରାଜ୍ୟସ୍ତରୀୟ ଜୟନ୍ତୀ ତା-୨୯.୧.୨୬ରିଖ ତିଳକଣା,ନେମାଳ ଠାରେ ଅନୁଷ୍ଠିତ ହୋଇଯାଇଅଛି।

ଓଡ଼ିଶା ସାହିତ୍ୟ ଏକାଡେମୀ ପକ୍ଷରୁ ସ୍ନାତକୋତ୍ତର ଓଡ଼ିଆ ଭାଷା ଓ ସାହିତ୍ୟ ବିଭାଗ, ରାଜଧାନୀ ମହାବିଦ୍ୟାଳୟ, ଭୁବନେଶ୍ୱରଙ୍କ ମିଳିତ ସହଯୋଗରେ "ଏକଦିବସୀୟ ଆଲୋଚନାଚକ୍ର " ତା-୫.୨.୨୬ ରିଖ ରାଜଧାନୀ ମହାବିଦ୍ୟାଳୟ,ଭୁବନେଶ୍ୱର ଠାରେ ଅନୁଷ୍ଠିତ ହୋଇଯାଇଅଛି।

ଓଡ଼ିଶା ସାହିତ୍ୟ ଏକାଡେମୀ ପକ୍ଷରୁ ଲୋକକବି ନାଟ୍ୟାଚାର୍ଯ୍ୟ ବାଳକୃଷ୍ଣ ସ୍ମୃତି ପରିଷଦଙ୍କ ମିଳିତ ସହଯୋଗରେ ଲୋକକବି ନାଟ୍ୟାଚାର୍ଯ୍ୟ ବାଳକୃଷ୍ଣ ମହାନ୍ତିଙ୍କ ରାଜ୍ୟସ୍ତରୀୟ ଜୟନ୍ତୀ ତା- ୫.୨.୨୬ ରିଖ ଜଗତସିଂହପୁର ଠାରେ ଅନୁଷ୍ଠିତ ହୋଇଯାଇଅଛି।

ଓଡ଼ିଶା ସାହିତ୍ୟ ଏକାଡେମୀ ପକ୍ଷରୁ ତା-୮.୨.୨୬ ରିଖ ଗୁଣପୁର, ରାୟଗଡ଼ା ଠାରେ "ଏକଦିବସୀୟ ସାରସ୍ଵତ ଆସର ଓ କବିତା ପାଠୋତ୍ସବ" ଅନୁଷ୍ଠିତ ହୋଇଯାଇଅଛି।

ଓଡ଼ିଶା ସାହିତ୍ୟ ଏକାଡେମୀ ପକ୍ଷରୁ ଖୋରଧା ସାହିତ୍ୟ ସଂସଦଙ୍କ ମିଳିତ ସହଯୋଗରେ ଉତ୍କଳଭାରତୀ କୁନ୍ତଳା କୁମାରୀ ସାବତଙ୍କ ରାଜ୍ୟସ୍ତରୀୟ ଜୟନ୍ତୀ ତା-୮.୨.୨୬ ରିଖ ଖୋର୍ଦ୍ଧା ଠାରେ ଅନୁଷ୍ଠିତ ହୋଇଯାଇଅଛି।

ଓଡ଼ିଶା ସାହିତ୍ୟ ଏକାଡେମୀ ଓ ଓଡ଼ିଆ ଭାଷା ଓ ସାହିତ୍ୟ ବିଭାଗ, ଓଡ଼ିଶା କେନ୍ଦ୍ରୀୟ ବିଶ୍ବବିଦ୍ୟାଳୟ, କୋରାପୁଟଙ୍କ ମିଳିତ ଆନୁକୂଲ୍ୟରେ ଆୟୋଜିତ ଦ୍ବିଦିବସୀୟ ଆଲୋଚନାଚକ୍ରର ପ୍ରଥମ ଦିବସ ଅନୁଷ୍ଠିତ ହୋଇଯାଇଅଛି।

ଓଡ଼ିଶା ସାହିତ୍ୟ ଏକାଡେମୀ ଓ ଓଡ଼ିଆ ଭାଷା ଓ ସାହିତ୍ୟ ବିଭାଗ, ଓଡ଼ିଶା କେନ୍ଦ୍ରୀୟ ବିଶ୍ବବିଦ୍ୟାଳୟ, କୋରାପୁଟଙ୍କ ମିଳିତ ଆନୁକୂଲ୍ୟରେ ଆୟୋଜିତ ଦ୍ବିଦିବସୀୟ ଆଲୋଚନାଚକ୍ରର ଦ୍ବିତୀୟ ଦିବସ (ତା-୧୨.୨.୨୬) ଅନୁଷ୍ଠିତ ହୋଇଯାଇଅଛି।

ଓଡ଼ିଶା ସାହିତ୍ୟ ଏକାଡେମୀ ପକ୍ଷରୁ ଆଚାର୍ଯ୍ୟ ଯୁବ ପରିଷଦଙ୍କ ମିଳିତ ସହଯୋଗରେ ଆଚାର୍ଯ୍ୟ ହରିହର ଦାସଙ୍କ ରାଜ୍ୟସ୍ତରୀୟ ଜୟନ୍ତୀ ତା-୧୨.୨.୨୬ରିଖ ଶ୍ରୀରାମଚନ୍ଦ୍ରପୁର ଶାସନ, ସାକ୍ଷୀଗୋପାଳ ଠାରେ ଅନୁଷ୍ଠିତ ହୋଇଯାଇଅଛି।

ଓଡ଼ିଶା ସାହିତ୍ୟ ଏକାଡେମୀ ପକ୍ଷରୁ କୃପାସିନ୍ଧୁ ସ୍ମୃତି ସମିତିଙ୍କ ମିଳିତ ସହଯୋଗରେ ପଣ୍ଡିତ କୃପାସିନ୍ଧୁ ମିଶ୍ରଙ୍କ ରାଜ୍ୟସ୍ତରୀୟ ଶ୍ରାଦ୍ଧୋତ୍ସବ ତା-୧୨.୨.୨୬ରିଖ ବୀରପ୍ରତାପପୁର ଶାସନ, ପୁରୀ ଠାରେ ଅନୁଷ୍ଠିତ ହୋଇଯାଇଅଛି।

ଓଡ଼ିଶା ସାହିତ୍ୟ ଏକାଡେମୀ ଓ ଜଗବନ୍ଧୁ ସିଂହ ମେମୋରିଆଲ ଟ୍ରଷ୍ଟଙ୍କ ମିଳିତ ସହଯୋଗରେ 'ସାହିତ୍ୟିକ ଜଗବନ୍ଧୁ ସିଂହ ସ୍ମୃତିସଭା' ତା-୧୪.୨.୨୬ ରିଖ ବୁଦ୍ଧ ମନ୍ଦିର, ଭୁବନେଶ୍ୱର ଠାରେ ଅନୁଷ୍ଠିତ ହୋଇଯାଇଅଛି।