rojalin nayak (@itz_nayakbiswa) 's Twitter Profile
rojalin nayak

@itz_nayakbiswa

ID: 1764847885726646272

calendar_today05-03-2024 02:58:58

28 Tweet

5 Takipçi

75 Takip Edilen

Odisha Reporter (@odishareporter) 's Twitter Profile Photo

ଜେଲରୁ ଆସିବା ପରେ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲଙ୍କ ବଡ଼ ଘୋଷଣା। ଖୁବ୍ ଶୀଘ୍ର ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେବା ନେଇ ସେ ଘୋଷଣା କରିଛନ୍ତି । ଆସନ୍ତା ୨ ଦିନ ମଧ୍ୟରେ ସେ ପଦରୁ ଇସ୍ତଫା ଦେବେ ବୋଲି କହିଛନ୍ତି। ଦିଲ୍ଲୀ ଅବକାରୀ ନୀତି ଦୁର୍ନୀତି ମାମଲାରେ ୬ ମାସ ହେବ ଜେଲରେ ଥିଲେ ଅରବିନ୍ଦ କେଜ୍ରିୱାଲ। #ArvindKejriwal